
ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁର ପ୍ରଶାସନ ତତ୍ପର, ଗାଁ ଗାଁରେ ପ୍ରସ୍ତୁତି ଓ ସଚେତନତା ଉପରେ ଗୁରୁତ୍ୱ
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ପରିସ୍ଥିତିର ସମୀକ୍ଷା କରୁଛନ୍ତି।













































